ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଭୁବନେଶ୍ୱର ସହ ୧୧ଟି ବିମାନ ବନ୍ଦର ହେବ ଘରୋଇକରଣ

0

ଭୁବନେଶ୍ବର: ଦେଶର ୧୧ଟି ବିମାନ ବନ୍ଦରକୁ ଘରୋଇକରଣ କରାଯିବ। ସେଥିମଧ୍ୟରେ ରହିଛି ଭୁବନେଶ୍ୱର, ଇନ୍ଦୋର, ରାୟପୁର, ତ୍ରିଚି, ଅମୃତସର, କାଲିକଟ, କୋଏମ୍ବାଟୁର, ନାଗପୁର, ପାଟନା, ମଦୁରାଇ, ସୁରଟ, ରାଞ୍ଚି, ଯୋଧପୁର, ଚେନ୍ନାଇ, ବିଜୟୱାଡା, ଭଦୋଦରା, ଭୋପାଳ, ତିରୁପତି, ହବଲି, ଇମ୍ଫାଲ, ରାଜତାଲ, ଉଦୟପୁର ଭଳି ବିମାନ ବନ୍ଦର।

ଏହି ସବୁ ବିମାନମନ୍ଦରକୁ ୨୦୨୨ରୁ ୨୦୨୫ ମଧ୍ୟରେ ଲିଜ୍‌ ସୁତ୍ରରେ ଘରୋଇ କମ୍ପାନୀକୁ ଦିଆଯିବ। ଏହା ଦ୍ବାରା ଏହି ବିମାନ ବନ୍ଦରର ଉନ୍ନତି ଓ ପରିସୀମାକୁ ବୃଦ୍ଧି କରାଯିବ। ତେବେ ଯେଁଉ ବିମାନ ବନ୍ଦର ଗୁଡିକ କ୍ଷତିରେ ଚାଲୁଛି ସେଗୁଡିକୁ ଘରୋଇ କମ୍ପାନୀକୁ ଦିଆଯିବ। ବିମାନ ବନ୍ଦର ଗୁଡିକର ତାଲିକା ପ୍ରସ୍ତୁତ କରାଯିବ ଯେଉଁ ବିମାନ ବନ୍ଦର ଗୁଡିକ ଲାଭ ଓ କ୍ଷତି ସହୁଥିବ ତାର ବିଡିଂ କରାଯିବ। ଏହାପରେ କଣ ରହିବ ପ୍ରକ୍ରିୟା ତାର ନିଷ୍ପତ୍ତି କେନ୍ଦ୍ର କ୍ୟାବିନେଟ୍ ନେବ।

Leave A Reply

Your email address will not be published.