ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। ସୁଭଦ୍ରା ଯୋଜନାରୁ ୧ଲକ୍ଷ ୪୩ହଜାର ୭୮୫ଜଣ ମହିଳା ବାଦ ପଡ଼ିଛନ୍ତି ବୋଲି ଆଜି ବିଧାନସଭାରେ ସୁଭଦ୍ରାର ପ୍ରଥମ ଓ ଦ୍ୱିତୀୟ କିସ୍ତି ନେଇ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା।
ଉପମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ସୁଭଦ୍ରା ଟଙ୍କା ପାଇଥିଲେ। ଦ୍ୱିତୀୟ କିସ୍ତିରେ ୯୮ଲକ୍ଷ ୮୨ହଜାର ୯୨ଜଣ ଟଙ୍କା ପାଇଛନ୍ତି। ପ୍ରଥମ କିସ୍ତିରେ ସରକାର ୫ହଜାର ୩୨କୋଟି ୯୩ଲକ୍ଷ ଦେଇଛନ୍ତି। ଦ୍ୱିତୀୟ କିସ୍ତିରେ ୪ହଜାର ୯୪୧କୋଟି ୪ଲକ୍ଷ ପ୍ରଦାନ କରିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ପ୍ରକାଶ କରିଛନ୍ତି।
ପ୍ରମୁଖ ଖବର
ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ