ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ଜଣେ ବିଚାରପତି ଅନୁପସ୍ଥିତ ବୋଲି

0

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଯୋଧ୍ୟ ମାମଲାର ଶୁଣାଣି ଜାନୁଆରି ୨୯ ତାରିଖ ଅର୍ଥାତ୍‍ ସୋମବାର ହେବ ନାହିଁ । ରବିବାର ଦିନ ଏହାକୁ ବାତିଲ କରାଯାଇଛି । ପାଞ୍ଚ ଜଣିଆ ଖଣ୍ଡପୀଠଙ୍କ ମଧ୍ୟରୁ ଜଷ୍ଟିସ ଏସ ଏ ବବ୍‍ଡେ ଅନୁପସ୍ଥିତ ରହୁଥିବା କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଗତ ୨୫ ତାରିଖ ଦିନ ପୁନର୍ଗଠନ କରାଯାଇ ପାଞ୍ଚଜଣିଆ ଖଣ୍ଡପୀଠ ଗଠନ କରାଯାଇଥିଲା ।

Leave A Reply

Your email address will not be published.