ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଯୋଧ୍ୟ ମାମଲାର ଶୁଣାଣି ଜାନୁଆରି ୨୯ ତାରିଖ ଅର୍ଥାତ୍ ସୋମବାର ହେବ ନାହିଁ । ରବିବାର ଦିନ ଏହାକୁ ବାତିଲ କରାଯାଇଛି । ପାଞ୍ଚ ଜଣିଆ ଖଣ୍ଡପୀଠଙ୍କ ମଧ୍ୟରୁ ଜଷ୍ଟିସ ଏସ ଏ ବବ୍ଡେ ଅନୁପସ୍ଥିତ ରହୁଥିବା କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଗତ ୨୫ ତାରିଖ ଦିନ ପୁନର୍ଗଠନ କରାଯାଇ ପାଞ୍ଚଜଣିଆ ଖଣ୍ଡପୀଠ ଗଠନ କରାଯାଇଥିଲା ।
ପ୍ରମୁଖ ଖବର
ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ୯ଟି ଟାସ୍କ: ଦୁର୍ନୀତି ହଟାଅ, ସଚ୍ଚୋଟ ହୁଅ
ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ନିକଟସ୍ଥ ଏକ ଘରୋଇ ମେସରୁ ମଙ୍ଗଳବାର ଦିନ ଜଣେ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ମାଓବାଦୀ ନିହତ