ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଯୋଧ୍ୟ ମାମଲାର ଶୁଣାଣି ଜାନୁଆରି ୨୯ ତାରିଖ ଅର୍ଥାତ୍ ସୋମବାର ହେବ ନାହିଁ । ରବିବାର ଦିନ ଏହାକୁ ବାତିଲ କରାଯାଇଛି । ପାଞ୍ଚ ଜଣିଆ ଖଣ୍ଡପୀଠଙ୍କ ମଧ୍ୟରୁ ଜଷ୍ଟିସ ଏସ ଏ ବବ୍ଡେ ଅନୁପସ୍ଥିତ ରହୁଥିବା କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଗତ ୨୫ ତାରିଖ ଦିନ ପୁନର୍ଗଠନ କରାଯାଇ ପାଞ୍ଚଜଣିଆ ଖଣ୍ଡପୀଠ ଗଠନ କରାଯାଇଥିଲା ।
ପ୍ରମୁଖ ଖବର
କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ