ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୧୬୦ କିଲୋମିଟର ବେଗରେ ଗଡିବ ବନ୍ଦେ ଭାରତ

0

ନୂଆଦିଲ୍ଲୀ: ନିଜସ୍ୱ ଜ୍ଞାନ କୌଶଳରେ ନିର୍ମିତ ପାଇଲଟ ବିହୀନ ସେମି ସ୍ପିଡ୍‍ ଟ୍ରେନକୁ ବନ୍ଦେ ଭାରତ ଏµପ୍ରେସ ନାମରେ ନାମିତ କରାଯାଇଛି । ଆଜି କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋଏଲ ଏ ନେଇ ସୂଚନା ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ କହିିଥିଲେ, ଏହି ଟ୍ରେନର ନାମକରଣ ନେଇ ଅନେକ ନାମ ଆସିଥିଲା, କିନ୍ତୁ ସେ ମଧ୍ୟରୁ ଏହି ନାମଟିକୁ ଚୂଡାନ୍ତ କରାଯାଇଛି । ଟ୍ରେନଟି ଦିଲ୍ଲୀ -ବାରଣାସୀ ମଧ୍ୟରେ ଚାଲିବ ଓ ଘଣ୍ଟାକୁ ୧୬୦ କିଲୋମିଟର ବେଗରେ ଗତି କରିବ । ଖୁବ ଶୀଘ୍ର ପ୍ରଧାନମନ୍ତ୍ରୀ ଏହି ରେଳ ଚଳାଚଳର ଶୁଭାରମ୍ଭ କରିବେ ।
୧୬ କୋଚ ବିଶିଷ୍ଟ ଏହି ଟ୍ରେନ୍‍ ନିର୍ମାଣ ଲାଗି ୧୮ ମାସ ସମୟ ଲାଗିଥିଲା । ରାଏବରେଲି ସ୍ଥିତ ମଡର୍ଣ୍ଣ କୋଚ କଂପାନି ଏହାକୁ ନିର୍ମାଣ କରିଛନ୍ତି ଓ ଏଥିରେ ପ୍ରାୟ ୯୭ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏଭଳି ଟ୍ରେନ ଦେଶରେ ନାହିଁ ।

Leave A Reply

Your email address will not be published.