ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ମାର୍ଚ୍ଚ ପ୍ରଥମ ସପ୍ତାହରେ ହୋଇପାରେ ନିର୍ବାଚନ ତାରିଖ ଘୋଷଣା

0

ନୂଆଦିଲ୍ଲୀ: ଆସନ୍ତା ଫେବ୍ରୁଆରି ୨୮ ତାରିଖ ପରେ ଯେ କୌଣସି ଦିନ ଭାରତର ନିର୍ବାଚନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିପାରନ୍ତି । ଆଜି ଏଭଳି ସୂଚନା ମିଳିଛି । ଏହି ସମୟ ସୁଦ୍ଧା ସମସ୍ତ ବଦଳି ପ୍ରକ୍ରିୟା ଓ ପ୍ରଶାସନିକ ପ୍ରସ୍ତୁତି ଶେଷ କରିବା ଲାଗି ସମୟ ଧାର୍ଯ୍ୟ କରାଯାଇଛି ।
ନିର୍ବାଚନ କମିସନଙ୍କ ଏଭଳି ସଙ୍କେତ ପରେ ଆସନ୍ତା ମାର୍ଚ ପ୍ରଥମ ସପ୍ତାହରେ ନିର୍ବାଚନ କମିସନ ଆଦର୍ଶ ଆଚରଣ ବିଧି ଲାଗୁ କରିପାରନ୍ତି ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଗଲାଣି ।
ଉଲ୍ଲେଖଥାଉକି, ନିର୍ବାଚନ ପାଇଁ କେଉଁ ରାଜ୍ୟରେ କେତେ ପରିମାଣରେ କେନ୍ଦ୍ରୀୟ ଫୋର୍ସ ମୁତୟନ ହେବେ ସେ ନେଇ ଆସନ୍ତା ଫେବ୍ରୁଆରି ଦ୍ୱିତୀୟ ସପ୍ତାହରେ ନିର୍ଣ୍ଣୟ ହୋଇପାରେ । କେନ୍ଦ୍ର ଗୃହ ମନ୍ତ୍ରାଳୟ ଏଥିପାଇଁ ସ୍ୱତନ୍ତ୍ର ବୈଠକ ଡାକିଥିବା ସୂଚନା ମିଳୁଛି ।

Leave A Reply

Your email address will not be published.