ନୂଆଦିଲ୍ଲୀ: ସମତା ପାର୍ଟିର ପ୍ରତିଷ୍ଠାତା ତଥା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡେଜ୍ଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ଆଜି ସକାଳ ସାତଟା ବେଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। କିଛି ଦିନ ହେଲା ସେ ସ୍ୱାଇନ୍ ଫ୍ଲୁରେ ଆକ୍ରାନ୍ତ ଥିଲେ। ସେ ୯ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ।
ଭି.ପି ସିଂହ ପ୍ରଧାନମନ୍ତ୍ରୀ ଥିବା ବେଳେ ସେ ରେଳ ମନ୍ତ୍ରୀ ଥିଲେ। ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ବେଳେ ଜର୍ଜ ଫର୍ଣ୍ଣାଡେଜ୍ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଥିଲେ। ସେବେ ଭାରତ ପୋଖରାନରେ ପରମାଣୁ ବୋମା ପରୀକ୍ଷା କରିଥିଲା।
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍