ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଜର୍ଜ ଫର୍ଣ୍ଣାଣ୍ଡେଜ୍‌ଙ୍କ ପରଲୋକ

0

ନୂଆଦିଲ୍ଲୀ: ସମତା ପାର୍ଟିର ପ୍ରତିଷ୍ଠାତା ତଥା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡେଜ୍‌ଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ଆଜି ସକାଳ ସାତଟା ବେଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। କିଛି ଦିନ ହେଲା ସେ ସ୍ୱାଇନ୍ ଫ୍ଲୁରେ ଆକ୍ରାନ୍ତ ଥିଲେ। ସେ ୯ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ।
ଭି.ପି ସିଂହ ପ୍ରଧାନମନ୍ତ୍ରୀ ଥିବା ବେଳେ ସେ ରେଳ ମନ୍ତ୍ରୀ ଥିଲେ। ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ବେଳେ ଜର୍ଜ ଫର୍ଣ୍ଣାଡେଜ୍ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଥିଲେ। ସେବେ ଭାରତ ପୋଖରାନରେ ପରମାଣୁ ବୋମା ପରୀକ୍ଷା କରିଥିଲା।

Leave A Reply

Your email address will not be published.