ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପଦ୍ମଶ୍ରୀକୁ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା ଫେରାଇ ଦେଇଥିଲେ । ନିର୍ବାଚନବର୍ଷ ଓ ରାଜନୈତିକ ଦୃଷ୍ଟିକୋଣରୁ ତାଙ୍କର ଏହି ପଦକ୍ଷେପ ଥିବା କୁହାଯାଇଥିଲା । ଯେହେତୁ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ, ଏଣୁ ଏହାକୁ ବିଭିନ୍ନ ମହଲ ଗ୍ରହଣ କରିଥିଲେ ।
ଏବେ କିନ୍ତୁ ପୁଣି ଆଵାର୍ଡ ଫେରାଇବା ରାସ୍ତା ପୁଣି ଖୋଲିଯାଇଛି । ମଣିପୁରୀ ଚଳଚ୍ଚିତ୍ର ନିର୍ମାଣତା ଅରିବାମ ଶ୍ୟାମ ଶର୍ମା ନାଗରିକ ସଂଶୋଧନ ବିଲ୍ ୨୦୧୬କୁ ବିରୋଧ କରି ପଦ୍ମଶ୍ରୀ ପୁରସ୍କାର ଫେରାଇବାକୁ ଘୋଷଣା କରିଛନ୍ତି । ଅରିବାମଙ୍କୁ ୨୦୦୬ରେ ପଦ୍ମଶ୍ରୀ ମିଳିଥିଲା ।
ପୂର୍ବରୁ ଅସହିଷ୍ଣୁତା ପ୍ରସଙ୍ଗରେ ବିଶିଷ୍ଟ ବ୍ୟକ୍ତି ପୁରସ୍କାର ଫେରାଇବାକୁ ନେଇ ବିବାଦ ସୃଷ୍ଟି ହୋଇଥିଲେ ।
ପ୍ରମୁଖ ଖବର
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ