ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ରବର୍ଟଙ୍କୁ ଇଡିର ପଚରାଉଚରା

0

ନୂଆଦିଲ୍ଲୀ: ସୋନିଆ ଗାନ୍ଧୀଙ୍କ ଜ୍ବାଇଁ ରବର୍ଟ ଭଦ୍ରା ପ୍ରବର୍ତନ ନିର୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ବିଦେଶରେ ସମ୍ପତ୍ତି କିଣିଥିବା ଅଭିଯୋଗରେ ତାଙ୍କୁ ଇଡି ପଚରାଉଚରା କରୁଥିବା ସୂଚନା ମିଳିଛି । ରବର୍ଟଙ୍କୁ ନିଜେ ପ୍ରିୟଙ୍କା ପ୍ରିୟଙ୍କା ଗାନ୍ଧୀ ଭଦ୍ରା କେନ୍ଦ୍ରୀୟ ଦିଲ୍ଲୀ ସ୍ଥିତ ଇଡି କାର୍ଯ୍ୟାଳୟ ବାହାରେ ଛାଡ଼ିଥିଲେ। ପରେ ‌ପ୍ରିୟଙ୍କା ଏଆଇସିସିର ସାଧାରଣ ସମ୍ପାଦକ ଦାୟିତ୍ବ ନେଇଥିଲେ। ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତରରେ ପ୍ରିୟଙ୍କା କହିଥିଲେ, ମୋ ସ୍ବାମୀଙ୍କ ସହିତ ମୁଁ ଛିଡ଼ା ହୋଇଛି ବୋଲି ସ୍ପଷ୍ଟ ବାର୍ତା ଦେବାକୁ ଚାହେଁ ।
ରବର୍ଟ ଏହି ମାମଲାରେ ଆଗୁଆ ଜାମିନ ଆବେଦନ କରି ଦିଲ୍ଲୀ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ। ହାଇକୋର୍ଟ କିନ୍ତୁ ତାଙ୍କୁ ଲଣ୍ଡନରୁ ଫେରିବା ପରେ ବୁଧବାର ଇଡିରେ ହାଜର ହେବା ପାଇଁ ନିର୍ଦେଶ ଦେଇଥିଲେ ।

Leave A Reply

Your email address will not be published.