ଥିରୁବନନ୍ତପୁରମ୍: କେରଳର ଆଲାପୁଝା ସ୍ଥିତ କୋଚିନ୍ ୟୁନିଭର୍ସିଟିର ଅଫ୍ ଇଞ୍ଜିନିୟରିଂ କଲେଜ୍ର କୁଳପତି ଛାତ୍ରଛାତ୍ରୀଙ୍କୁ ସରସ୍ବତୀ ପୂଜା ପାଇଁ ଅନୁମତି ଦେଇନାହାନ୍ତି। ଉତ୍ତର ଭାରତୀୟ ଛାତ୍ରମାନେ ବିଶ୍ବବିଦ୍ୟାଳୟରେ ସରସ୍ବତୀ ପୂଜା କରିବାପାଇଁ କୁଳପତିଙ୍କ ଅନୁମତି ମାଗିଥିଲେ। କୁଳପତି କହିଥିଲେ ଆମେ ଧର୍ମନିରପେକ୍ଷ। ତେଣୁ ବିଶ୍ବବିଦ୍ୟାଳୟରେ ନିର୍ଦ୍ଦିଷ୍ଟ କୌଣସି ପୂଜା କରାଯିବନି।
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ