ଭୁବନେଶ୍ୱର: ମଙ୍ଗଳବାର ଭୋର ୪ଟାରେ ଦୁର୍ଦାନ୍ତ ଅପରାଧୀ ଗଣେଶ ମଲ୍ଲିକକୁ କେନ୍ଦ୍ରାପଡାରେ ପୁଲିସ ଏନକାଉଣ୍ଟର କରିଛି । ସ୍ପେସାଲ ସ୍କ୍ୱାର୍ଡ ସହିତ ତାର ମୁହାଁମୁହିଁ ହୋଇଥିଲା । ଏଥିରେ ସେ ଆହତ ହୋଇଛି । ତାକୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ତା ନାମରେ ଏକାଧିକ ମାମଲା ଥିବା ପୁଲିସ ପ୍ରାରମ୍ଭିକ ସୂଚନା ଦେଇଛି ।
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ