ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଘର କିଣିବା ପାଇଁ ସମୟ ଆସିଗଲା

0

ନୂଆଦିଲ୍ଲୀ: ଜିଏସଟି ଲାଗୁ ପରେ ମହଙ୍ଗା େହାଇଯାଇଥିଲା ଘର। ଲକ୍ଷ ଲକ୍ଷ ଟଙ୍କା ତଣ୍ଡ ଗଣୁଥିଲେ େଲାକେ। ନିର୍ବାଚନରେ ପୂର୍ବରୁ ମଧ୍ୟବିତ୍ତଙ୍କୁ ଖୁସି କରିବା ଲାଗି ଜିଏସଟି ପରିଷଦ ବୈଠକରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ନିର୍ମାଣାଧୀନ ଘର ଉପରେ ଜିଏସ୍‌ଟି ହାରକୁ ୧୨ ପ୍ରତିଶତରୁ ୫ ପ୍ରତିଶତକୁ ହ୍ରାସ କରାଯାଇଛି। ସେହିଭଳି ସୁଲଭ ଗୃହ କ୍ରୟରେ ଜିଏସଟି ହାରକୁ ୮ ପ୍ରତିଶତରୁ ୧ ପ୍ରତିଶତକୁ କମାଇ ଦିଆଯାଇଛି। କେବଳ ସେତିକି ନୁେହଁ, ୪୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଗୃହକୁ ସୁଲଭ ମୂଲ୍ୟ ଗୃହ ଭାବେ ବିବେଚନା କରାଯିବ। ଆସନ୍ତା ଏପ୍ରିଲ ପହିଲାରୁ ଏହା ଲାଗୁ କରାଯିବ। ଫଳରେ ଆସନ୍ତା ଦିନରେ ଘର କିଣିବା ଶସ୍ତା େହବ।

Leave A Reply

Your email address will not be published.