ଭୁବନେଶ୍ୱର: ଅଳ୍ପ ସମୟ ପରେ ବିଜେଡି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହେବ । ସୁନ୍ଦରଗଡ ଓ ବଲାଙ୍ଗୀରର କିଛି ନେତାଙ୍କୁ ବିଜେଡିକୁ ସ୍ୱାଗତ କରିବା ବେଳେ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ନିଜେ ଏହି ସୂଚନା ଦେଇଛନ୍ତି ।
କଳହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଆସନ ଲାଗି ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ସେହିଭଳି ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ଲାଗି ବି ନବୀନ ପ୍ରାର୍ଥୀ ତାଲିକା ଘୋଷଣା କରିବେ ।
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ