ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜଗଦିଶ ପ୍ରସାଦ ନଡ୍ଡାଙ୍କୁ ଆଜି ଦଳର ରାଷ୍ଟ୍ରୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଛି।ସୋମବାର ସନ୍ଧ୍ୟାରେ ଦଳର ସଂସଦୀୟ ଦଳ ବୈଠକରେ ଏ ନେଇ ସହମତି ହୋଇଥିଲା। ଏବେ ନଡ୍ଡା ଦଳର ଦୈନନ୍ଦିନ ଦାୟିତ୍ୱ ନିର୍ବାହ କରିବେ। ତେବେ ଅମିତ ଶାହ ପୂର୍ବଭଳି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରେ ରହିବେ। ଆସନ୍ତା ଡିସେମ୍ବର ପର୍ଯ୍ୟନ୍ତ ସେ ଦାୟିତ୍ବରେ ରହିବେ।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ