ଭୁବନେଶ୍ୱର: ବିଧାନସଭା ଓ ଲୋକସଭା ଟିକେଟ ପାଇନଥିବା ନେତାଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ପଦ ପଦବୀରେ ଥଇଥାନ କରିଛନ୍ତି। ପଦ ପଦବୀକୁ ଆଖେଇଥିବା ପରାଜିତ ନେତାଙ୍କୁ ପ୍ରଥମ ପର୍ଯ୍ୟାୟରେ ନିରାଶ ହେବାକୁ ପଡିଛି। ସବୁଠାରୁ ଆଶ୍ଚର୍ଯ୍ୟ ଜନକ କଥା ହେଲା ସୁବ୍ରୋତ ବାଗଚିଙ୍କ ପତ୍ନୀ ସୁସ୍ମିତାଙ୍କୁ ମଧ୍ୟ ପଦବୀ ମିଳିଛି। କେଉଁ ଆଧାରରେ ଏହା ଚୟନ ହେଲା ତାହା ବିଜେଡ଼ି ଶିବିରରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷରେ ଅଧିକାଂଶ ନେତାଙ୍କୁ ନବୀନ ଏହାଦ୍ବାରା ସନ୍ତୁଷ୍ଟ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଏହି ପର୍ଯ୍ୟାୟରେ ପାଖାପାଖି ୩୬ ଜଣ ନେତାଙ୍କୁ ନିଯୁକ୍ତି ଦେଇଛନ୍ତି। କେଉଁ ପରିସ୍ଥିତିରେ ପୁଷ୍ପେନ୍ଦ୍ର ସିଂହଦେଓଙ୍କୁ ପଶ୍ଚିମ ଓଡିଶା ବିକାଶ ପରିଷଦର ସଦସ୍ୟ କରାଗଲା, ତାହା ବି ବୁଝାପଡୁନାହିଁ।
ପ୍ରମୁଖ ଖବର
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ