ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କାହିଁକି ଟଙ୍କା ଖର୍ଚ୍ଚ ହେଉନି ବାବୁଙ୍କ ଉପରେ ବର୍ଷିଲେ ନେତା

0

ଭୁବନେଶ୍ୱର: କୋଟିଏ କି ଦୁଇ କୋଟି ନୁହେଁ, ପୂରା ୧୨୦୮ କୋଟି ୪୨ଲକ୍ଷ ଟଙ୍କା ଜିଲ୍ଲା ଖଣିଜ ପାଣ୍ଠିରେ ଆଦାୟ ହୋଇଛି। ୧୦୯୮ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦନ ପାଇଲାଣି। କିନ୍ତୁ ଟଙ୍କା ବିନିଯୋଗରେ କାହିଁକି ପଛୁଆ ବୋଲି ଅନୁଗୁଳ ଜିଲ୍ଳା ଖଣିଜ ପାଣ୍ଠି ସପ୍ତମ ବୋର୍ଡ଼ ବୈଠକରେ ଉଦବେଗ ପ୍ରକାଶ ପାଇଛି।ପାଖାପାଖି ୩୦୦୦ ପ୍ରକଳ୍ପ ଅନୁମୋଦନ ପାଇଥିଲେ ହେଁ ୫୪୨ଟି ପ୍ରକଳ୍ପ ଆଦୌ ଆରମ୍ଭ ହୋଇନାହିଁ। ୧୬୨୭ଟିର କାର୍ଯ୍ୟ ଶେଷ ହୋଇଛି। ଏହାକୁ ନେଇ ଜନ ପ୍ରତିନିଧି ଓ ସରକାରୀ ବାବୁ ମୁହାଁମୁହିଁ ହୋଇଥିଲେ।କଣ ପାଇଁ ଅର୍ଥ ଖର୍ଚ୍ଚ ହୋଇପାରୁନାହିଁ ସେ ନେଇ ବାବୁଙ୍କୁ କୈଫିୟତ ମାଗିଥିଲେ ଲୋକପ୍ରଟିନିଧି।

ସୋମବାର ଅପରାହ୍ନରେ ଅନୁଗୁଳ ଜିଲ୍ଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଟ୍ରଷ୍ଟିଙ୍କ ବୈଠକ ବସିଥିଲା। ୨୦୧୫ ମସିହାରୁ ଅନୁଗୁଳ ଜିଲ୍ଲାରେ ଜିଲ୍ଳା ଖଣିଜ ପାଣ୍ଠି ଖର୍ଚ୍ଚ ହେଉଛି। ଏହି ବୈଠକରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ।

ଏଠାରେ ଉଲ୍ଲେଖ ଥାଉକି କେନ୍ଦୁଝର ଜିଲ୍ଲାରେ ମଧ୍ୟ ଜିଲ୍ଲା ଖଣିଜ ପାଣ୍ଠିରେ ନିଆଯାଉଥିବା ପ୍ରକଳ୍ପ ଓ ଅର୍ଥ ଖର୍ଚ ନେଇ ସାମାଜିକ ସଂଗଠନ ଓ କିଛି ଲୋକ ପ୍ରତିନିଧିଙ୍କ ମଧ୍ୟରେ ଅସନ୍ତୋଷ ରହିଛି।

Leave A Reply

Your email address will not be published.