ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

ଗଗନ ଧଳ ହେବେ ଖାଦ୍ୟ କମିଶନ ଅଧ୍ୟକ୍ଷ

0
  • ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଗଗନ ଧଳଙ୍କ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନକୁ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ଏ ସଂକ୍ରାନ୍ତରେ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ବନ ଉନ୍ନୟନ ନିଗମ ଅଧ୍ୟକ୍ଷ ଥିଲେ।
  • ବିଶ୍ୱସ୍ତ ସୂତ୍ରରୁ ମିଳୁଥିବା ଖବର ଅନୁସାରେ, ସରକାର ତାଙ୍କୁ ଖାଦ୍ୟ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇପାରନ୍ତି। ଖୁବ ଶୀଘ୍ର ଏ ନେଇ ବିଜ୍ଞାପ୍ତି ପ୍ରକାଶ ପାଇବ ବୋଲି ସୂଚନା ମିଳୁଛି। ଏଠାରେ ଥିବା ବରିଷ୍ଠ ଅଧିକାରୀ ରଙ୍ଗଲାଲ ଜମୁଡ଼ାଙ୍କ କାର୍ଯ୍ୟକାଳ ସରିବା ପରେ ଏହି ପଦ ଖାଲି ପଡ଼ିଛି।
  • ଉଲ୍ଲେଖଯୋଗ୍ୟ, ପୂର୍ବରୁ ଅର୍ଥାତ କିଛିମାସ ତଳେ ଶ୍ରୀ ଧଳ ସ୍ୱେଚ୍ଛାକୃତ ଅବସର ଆବେଦନ କରିଥିଲେ ସୁଧା ରାଜ୍ୟ ସରକାର ତାଙ୍କ ଆବେଦନକୁ ଗ୍ରହଣ କରିନଥିଲେ । ଅତି ନାଟକୀୟ ଢଙ୍ଗରେ ତାଙ୍କୁ ଏହି ନିଗମରେ ସରକାର ନିଯୁକ୍ତି ଦେଇଥିଲେ।
Leave A Reply

Your email address will not be published.