ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଓଡିଶାକୁ ଓ ଓଡିଶା ମଧ୍ୟଦେଇ ଯାତ୍ରା କରୁଥିବା ଟ୍ରେନ ପ୍ରଭାବିତ

0
  • ପଶ୍ଚିମ ବଙ୍ଗରେ ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗ୍ପୁର ଓ ହାଓଡ଼ା ରେଳ ସେକ୍ସନ ମଧ୍ୟରେ ସଂକ୍ରାଏଲ, ମୋୖରୀଗ୍ରାମ, ବଙ୍କ୍ରI ନୟାଵାଜ ଓ ନଳପୁର ଷ୍ଟେସନ ମାନଙ୍କଠାରେ ଲୋକମାନଙ୍କ ଦ୍ୱାରା ବିକ୍ଷୋଭ ଯୋଗୁଁ ଓଡିଶାକୁ ଓ ଓଡିଶା ମଧ୍ୟଦେଇ ଯାତ୍ରା କରୁଥିବା ଟ୍ରେନ ନିମ୍ନ ଅନୁଯାଇ ପ୍ରଭାବିତ ହୋଇଛି I

ଆଜି ହାଓଡ଼ାରୁ ବାତିଲ ହୋଇଥିବା ଟ୍ରେନ –

  1. ୨୦୮୮୯ ହାଓଡ଼ା-ତିରୁପତି ହମସଫର ଏକ୍ସପ୍ରେସ
  2. ୨୨୮୭୭ ହାଓଡ଼ା-ଏର୍ଣ୍ଣାକୁଲମ ଅନ୍ତଦ୍ୱୟ ଏକ୍ସପ୍ରେସ
  3. ୧୨୮୪୧ ହାଓଡ଼ା-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ
  4. ୧୨୨୪୫ ହାଓଡ଼ା-ଯଶୋବନ୍ତପୁର ଦୁରନ୍ତ ଏକ୍ସପ୍ରେସ
  5. ୧୮୬୪୫ ହାଓଡ଼ା-ହାଇଦ୍ରାବାଦ ଇଷ୍ଟ କୋଷ୍ଟ ଏକ୍ସପ୍ରେସ
  6. ୧୨୮୪୭ ହାଓଡ଼ା-ପୁନେ ଦୁରନ୍ତ ଏକ୍ସପ୍ରେସ
  7. ୧୨୮୬୦ ହାଓଡ଼ା-ମୁମ୍ବାଇ ଗୀତାଞ୍ଜଳି ଏକ୍ସପ୍ରେସ

ସଂଲଗ୍ନ ଟ୍ରେନ ବାତିଲ ଯୋଗୁଁ ପୁରୀରୁ ବାତିଲ ହେଉଥିବା ଟ୍ରେନ –

  1. 22890 ପୁରୀ-ଦିଘା ଏକ୍ସପ୍ରେସ ଆଜି ପୁରୀ ଠାରୁ
  2. 58002 ପୁରୀ-ସଂତ୍ରାଗାଛି ପାସେଞ୍ଜର ଆସନ୍ତା କଲି ପୁରୀରୁ
  3. 58404 ପୁରୀ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର ଆସନ୍ତା କଲି ପୁରୀରୁ

ଆଂଶିକ ବାତିଲ ହେଉଥିବା ଟ୍ରେନ –

  1. ଆଜି ପୁରୀରୁ ଛାଡିଥିବା ଶତାବ୍ଦୀ ଏକ୍ସପ୍ରେସ ହାଓଡ଼ା ପରିବର୍ତ୍ତେ ଖଡ଼ଗପୁରରୁ ଫେରିବ ଓ ଖଡ଼ଗ୍ପୁର ଓ ହାଓଡ଼ା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ
  2. ଆଜି ଭୁବନେଶ୍ୱରରୁ ଛାଡିଥିବା ଜନ ଶତାବ୍ଦୀ ଏକ୍ସପ୍ରେସ ହାଓଡ଼ା ପରିବର୍ତ୍ତେ ମେଛେଦI ଠାରୁ ଫେରିବ ଓ ମେଛେଦI ଓ ହାଓଡ଼ା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ

ମଧ୍ୟବର୍ତ୍ତୀ ଷ୍ଟେସନ ମାନଙ୍କରେ ନିୟନ୍ତ୍ରିତ ହୋଇଥିବା ଟ୍ରେନ :

  1. ଚେନ୍ନାଇ-ହାଓଡ଼ା କରମଣ୍ଡଳ ଏକ୍ସପ୍ରେସ ପାନ୍ସକୁରା ଠାରେ
  2. ଯଶୋବନ୍ତପୁର-ହାଓଡ଼ା ଦୁରନ୍ତ ଏକ୍ସପ୍ରେସ ଭଦ୍ରକ ଠାରେ
  3. ସିକନ୍ଦରାବାଦ-ହାଓଡ଼ା ଫଲକନାମା ଏକ୍ସପ୍ରେସ ଯାଜପୁର କେନ୍ଦୁଝର ରୋଡ଼ ଠାରେ
  4. ପୁରୀ-ହାଓଡ଼ା ଧଉଳି ଏକ୍ସପ୍ରେସ କଟକ ଠାରେ
Leave A Reply

Your email address will not be published.