ପ୍ରମୁଖ ଖବର

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’
ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
ପୁରଣ ହେବ ୧୫ଟି ବିଶ୍ୱବିଦ୍ୟାଳୟର ଭିସି ପଦବୀ
ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ
ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ଓଡିଶାକୁ ଓ ଓଡିଶା ମଧ୍ୟଦେଇ ଯାତ୍ରା କରୁଥିବା ଟ୍ରେନ ପ୍ରଭାବିତ

0
  • ପଶ୍ଚିମ ବଙ୍ଗରେ ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗ୍ପୁର ଓ ହାଓଡ଼ା ରେଳ ସେକ୍ସନ ମଧ୍ୟରେ ସଂକ୍ରାଏଲ, ମୋୖରୀଗ୍ରାମ, ବଙ୍କ୍ରI ନୟାଵାଜ ଓ ନଳପୁର ଷ୍ଟେସନ ମାନଙ୍କଠାରେ ଲୋକମାନଙ୍କ ଦ୍ୱାରା ବିକ୍ଷୋଭ ଯୋଗୁଁ ଓଡିଶାକୁ ଓ ଓଡିଶା ମଧ୍ୟଦେଇ ଯାତ୍ରା କରୁଥିବା ଟ୍ରେନ ନିମ୍ନ ଅନୁଯାଇ ପ୍ରଭାବିତ ହୋଇଛି I

ଆଜି ହାଓଡ଼ାରୁ ବାତିଲ ହୋଇଥିବା ଟ୍ରେନ –

  1. ୨୦୮୮୯ ହାଓଡ଼ା-ତିରୁପତି ହମସଫର ଏକ୍ସପ୍ରେସ
  2. ୨୨୮୭୭ ହାଓଡ଼ା-ଏର୍ଣ୍ଣାକୁଲମ ଅନ୍ତଦ୍ୱୟ ଏକ୍ସପ୍ରେସ
  3. ୧୨୮୪୧ ହାଓଡ଼ା-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ
  4. ୧୨୨୪୫ ହାଓଡ଼ା-ଯଶୋବନ୍ତପୁର ଦୁରନ୍ତ ଏକ୍ସପ୍ରେସ
  5. ୧୮୬୪୫ ହାଓଡ଼ା-ହାଇଦ୍ରାବାଦ ଇଷ୍ଟ କୋଷ୍ଟ ଏକ୍ସପ୍ରେସ
  6. ୧୨୮୪୭ ହାଓଡ଼ା-ପୁନେ ଦୁରନ୍ତ ଏକ୍ସପ୍ରେସ
  7. ୧୨୮୬୦ ହାଓଡ଼ା-ମୁମ୍ବାଇ ଗୀତାଞ୍ଜଳି ଏକ୍ସପ୍ରେସ

ସଂଲଗ୍ନ ଟ୍ରେନ ବାତିଲ ଯୋଗୁଁ ପୁରୀରୁ ବାତିଲ ହେଉଥିବା ଟ୍ରେନ –

  1. 22890 ପୁରୀ-ଦିଘା ଏକ୍ସପ୍ରେସ ଆଜି ପୁରୀ ଠାରୁ
  2. 58002 ପୁରୀ-ସଂତ୍ରାଗାଛି ପାସେଞ୍ଜର ଆସନ୍ତା କଲି ପୁରୀରୁ
  3. 58404 ପୁରୀ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର ଆସନ୍ତା କଲି ପୁରୀରୁ

ଆଂଶିକ ବାତିଲ ହେଉଥିବା ଟ୍ରେନ –

  1. ଆଜି ପୁରୀରୁ ଛାଡିଥିବା ଶତାବ୍ଦୀ ଏକ୍ସପ୍ରେସ ହାଓଡ଼ା ପରିବର୍ତ୍ତେ ଖଡ଼ଗପୁରରୁ ଫେରିବ ଓ ଖଡ଼ଗ୍ପୁର ଓ ହାଓଡ଼ା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ
  2. ଆଜି ଭୁବନେଶ୍ୱରରୁ ଛାଡିଥିବା ଜନ ଶତାବ୍ଦୀ ଏକ୍ସପ୍ରେସ ହାଓଡ଼ା ପରିବର୍ତ୍ତେ ମେଛେଦI ଠାରୁ ଫେରିବ ଓ ମେଛେଦI ଓ ହାଓଡ଼ା ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ

ମଧ୍ୟବର୍ତ୍ତୀ ଷ୍ଟେସନ ମାନଙ୍କରେ ନିୟନ୍ତ୍ରିତ ହୋଇଥିବା ଟ୍ରେନ :

  1. ଚେନ୍ନାଇ-ହାଓଡ଼ା କରମଣ୍ଡଳ ଏକ୍ସପ୍ରେସ ପାନ୍ସକୁରା ଠାରେ
  2. ଯଶୋବନ୍ତପୁର-ହାଓଡ଼ା ଦୁରନ୍ତ ଏକ୍ସପ୍ରେସ ଭଦ୍ରକ ଠାରେ
  3. ସିକନ୍ଦରାବାଦ-ହାଓଡ଼ା ଫଲକନାମା ଏକ୍ସପ୍ରେସ ଯାଜପୁର କେନ୍ଦୁଝର ରୋଡ଼ ଠାରେ
  4. ପୁରୀ-ହାଓଡ଼ା ଧଉଳି ଏକ୍ସପ୍ରେସ କଟକ ଠାରେ
Leave A Reply

Your email address will not be published.