ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଜେପି ଜିଲ୍ଲା ସଭାପତିଙ୍କ ନାମ ଘୋଷଣା

0

ଭୁବନେଶ୍ୱର, ତା.୨୦/୧୨ : ଓଡିଶା ପ୍ରଦେଶର ଜିଲ୍ଲା ସଭାପତି ନିର୍ବାଚନ ଡିସେମ୍ବର ୧୫ ଓ ୧୬ ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିଲା । ଏହା ପୂର୍ବରୁ ରାଜ୍ୟସ୍ତରୀୟ ନେତୃବୃନ୍ଦମାନେ ବିଭିନ୍ନ ଜିଲ୍ଲା ଗସ୍ତ କରି ଜିଲ୍ଲା ଓ ମଣ୍ଡଳ ସ୍ତରର ନେତୃମଣ୍ଡଳୀଙ୍କ ସହ ଆଲୋଚନା କରି ମତାମତ ସଂଗ୍ରହ କରିଥିଲେ । ଡିସେମ୍ବର ୧୫ ଓ ୧୬ ଦୁଇ ଦିନ ଧରି ଅନୁଷ୍ଠିତ ଜିଲ୍ଲା ସଭାପତି ନିର୍ବାଚନର ଫଳାଫଳ ଆଜି ରାଜ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ରଂଜନ ପଟେଲଙ୍କ ଅନୁମୋଦନ କ୍ରମେ ରାଜ୍ୟ ସହ ନିର୍ବାଚନ ଅଧିକାରୀ ଓ ମୁଖପାତ୍ର ଶ୍ରୀ ସୁଦୀପ୍ତ ରାୟ ଘୋଷଣା କରିଛନ୍ତି ।

ଜିଲ୍ଲା ସଭାପତିମାନେ ହେଲେ ଅନୁଗୁଳ – ଦିଲେଶ୍ୱର ପ୍ରଧାନ,ଢେଙ୍କାନାଳ- ନରେଶ ମହାପାତ୍ର, କଟକ ନଗର- ଲଲାତେନ୍ଦୁ ବଡୁ,କଟକ ସଦର- ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା,ଜଗତସିଂହପୁର- ସତ୍ୟବର୍ତ ମହାପାତ୍ର, କେନ୍ଦ୍ରାପଡା- କିଶୋର ପଣ୍ଡା, ଯାଜପୁର- ଗୌତମ ରାୟ, ଭଦ୍ରକ- ହେମନ୍ତ ପାଢୀ, ବାଲେଶ୍ୱର- ଉମାକାନ୍ତ ମହାପାତ୍ର, ବାରିପଦା- ପୂର୍ବତନ ବିଧାୟକ କାନ୍ଦରା ସୋରେନ, ରାଇରଙ୍ଗପୁର- ବିଧାୟକ ନବଚରଣ ମାଝୀ, କେନ୍ଦୁଝର- ଅଂଶୁମାନ ସବୁଜ ମହନ୍ତ ବର୍ମା, ସୁନ୍ଦରଗଡ(ବଣାଇ)- ଅନୀଲ ବାର୍ଲା, ସୁନ୍ଦରଗଡ (ପାନପୋଷ)- ଲତିକା ପଟ୍ଟନାୟକ, ସୁନ୍ଦରଗଡ- ବିଧାୟକ ଭବାନୀ ଭୋଇ, ଝାରସୁଗୁଡା- ମଙ୍ଗଳ ସାହୁ, ଦେବଗଡ- ମୀନ କେତନ ପ୍ରଧାନ, ସମ୍ବଲପୁର- ଗିରିଶ ପଟେଲ, ବରଗଡ- ଅଶ୍ୱନୀ ଷଡଙ୍ଗୀ, ବୌଦ୍ଧ- ବିପ୍ର ଚରଣ ମହାନ୍ତି, ସୁବର୍ଣ୍ଣପୁର- ପ୍ରମୋଦ ମହାପାତ୍ର, ବଲାଙ୍ଗୀର- ଶିବାଜୀ ମହାନ୍ତି, ନୂଆପଡା- ସୁବ୍ରତ ଠାକୁର, କନ୍ଧମାଳ- ଜଗନ୍ନାଥ ସାହୁ, ନବରଙ୍ଗପୁର- ଜଗଦୀଶ ବିଶୋଇ, କୋରାପୁଟ- ସୁମନ୍ତ ପ୍ରଧାନ, ମାଲକାନଗିରି- ବିଧାୟକ ଆଦିତ୍ୟ ମାଢୀ, ରାୟଗଡା- ଶିବ ପଟ୍ଟନାୟକ, ଗଜପତି- ବିଧାୟକ କେ. ନାରାୟଣ ରାଓ, ଗଂଜାମ-ବିଭୂତି ଜେନା, ଗୁମୁସର- ଗୋକୁଳାନନ୍ଦ ମଲ୍ଲିକ, ନୟାଗଡ-ଲାଲା ମନୋଜ ରାୟ, ଖୋର୍ଦ୍ଧା- ରଶ୍ମି ରଂଜନ ମହାପାତ୍ର, ପୁରୀ- ଆଶ୍ରିତ ପଟ୍ଟନାୟକ ବୋଲି ଶ୍ରୀ ରାୟ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.