ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଚିନ୍ତା ବଢାଇଲେଣି ରାଜ୍ୟ ବାହାରେ ରହୁଥିବା ଓଡ଼ିଆ

0

ଭୁବନେଶ୍ବର: ରାଜ୍ୟ ବାହାରେ ରହୁଥିବା ଓଡ଼ିଆ ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ହେଲେଣି। କରୋନା ଲକ୍ ଡାଉନ୍ ପରେ ସେମାନେ କାମଧନ୍ଦା ହରାଇବା ପରେ ଏବେ ସେସବୁ ଅଞ୍ଚଳରେ ରହିବା ମୁସ୍କିଲ୍ ହୋଇପଡିଛି। ଏନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ସେମାନଙ୍କ ଜିଲ୍ଲାପାଳଙ୍କ ମାଧ୍ୟମରେ ଓଡ଼ିଶାର ଲୋକଙ୍କୁ ସହାୟତା ପାଇଁ ନିବେଦନ କରିଥିଲେ। ମାତ୍ର ଏହାର ବିଶେଷ ପ୍ରଭାବ ପଡୁନାହିଁ। ଗୋଟିଏ ପଟେ ରାଜ୍ୟ ସରକାର କରିଥିବା କଣ୍ଟ୍ରୋଲ ରୁମ୍ ପର୍ଯ୍ୟାପ୍ତ ହେଉନଥିବା ବେଳେ ଅନ୍ୟ ରାଜ୍ୟର ସହଯୋଗ ସେଭଳି ପ୍ରଭାବୀ ହେଉନଥିବା ଘଟଣା ସରକାରଙ୍କ ଦୃଷ୍ଟିକୁ ଆସିଛି। ଆଜି ମୁଖ୍ୟମନ୍ତ୍ରୀ ପୁଣି ଥରେ ନିବେଦନ କରିବା ସହିତ ସେସବୁ ଅଞ୍ଚଳରେ କାମ କରୁଥିବା ଓଡ଼ିଆ ସଂଗଠନକୁ ଆଗେଇ ଆସିବାକୁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.