ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସାମ୍ବାଦିକଙ୍କ ପାଇଁ ନବୀନଙ୍କ ୧୫ଲକ୍ଷ

0

ଭୁବନେଶ୍ବର: କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ରାଜ୍ୟ ସରକାର ତାଙ୍କ ପରିବାର ବର୍ଗଙ୍କୁ ୧୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଘୋଷଣା କରିଛନ୍ତି।

ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ରଂଜନ ମଙ୍ଗରାଜ କହିଛନ୍ତି ଯେ ସାରା ବିଶ୍ବ ଏକ କଠିନ ସମସ୍ୟା ଦେଇ ଗତି କରୁଥିବା ବେଳେ ସାମ୍ବାଦିକମାନେ ନିଷ୍ଠାର ସହିତ ସେମାନଙ୍କ ଦାୟିତ୍ବ ନିର୍ବାହ କରୁଛନ୍ତି। ଏଭଳିସ୍ଥଳେ ଯଦି ସାମ୍ବାଦିକମାନଙ୍କର କରୋନାରେ ମୃତ୍ୟୁ ଘଟେ ତେବେ ରାଜ୍ୟ ସରକାର ସେମାନଙ୍କ ପରିବାର ବର୍ଗଙ୍କୁ ଏହି ସହାୟତା ରାଶି ପ୍ରଦାନ କରିବେ।

Leave A Reply

Your email address will not be published.