ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଗ୍ୟାସ ଭିତ୍ତିଭୂମି ବୃଦ୍ଧି ପାଇଁ ଆମେରିକା କଂପାନିକୁ ନିମନ୍ତ୍ରଣ କଲେ ଧର୍ମେନ୍ଦ୍ର

0

  • ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା
  • ଦ୍ୱିପାକ୍ଷିକ ସାମରିକ ଉର୍ଜା ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର, ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ କେନିଥ୍ ଜଷ୍ଟରଙ୍କ ସହ ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଶରେ ଗ୍ୟାସ ଭିତିଭୂମିକୁ ବିକଶିତ କରିବା ପାଇଁ ଆମେରିକୀୟ କମ୍ପାନୀ ମାନଙ୍କୁ ଆଗେଇ ଆସିବାକୁ ନିମନ୍ତ୍ରଣ କରିଛନ୍ତି ।

ଆଲୋଚନା କାଳରେ ଭାରତ ଓ ଆମେରିକା ଦ୍ୱିପାକ୍ଷିକ ସାମରିକ ଉର୍ଜା ଉପରେ ଉଭୟ ଆଲୋଚନା କରିଛନ୍ତି । ଦ୍ୱିପାକ୍ଷିକ ସାମରିକ ଭାଗିଦାରୀରେ ଉର୍ଜା ଏକ ମହତ୍ୱପୂର୍ଣ୍ଣ ଭୂମିକାରେ ଅବତୀର୍ଣ୍ଣ ହୋଇଛି ବୋଲି ଆମେରିକାର ରାଷ୍ଟ୍ରଦୂତ ମତପ୍ରକାଶ କରିଥିଲେ । ଏହାସହ ପ୍ରାକୃତିକ ଗ୍ୟାସ କ୍ଷେତ୍ରକୁ କିପରି ଅଧିକ ମଜବୁତ୍ କରାଯିବ ସେ ଦିଗରେ ଆଲୋଚନାରେ ଗୁରୁତ୍ୱାରୋପ କରାଯାଇଥିଲା । ଏହାବ୍ୟତିତ ଚଳିତବର୍ଷ ଜୁନରେ ଆରମ୍ଭ ହୋଇଥିବା ଷ୍ଟ୍ରାଟେଜିକ୍‌ ପେଟ୍ରୋଲିୟମ ଭଣ୍ଡାର କର୍ପୋରେସନ ଉପରେ ଉଭୟ ସମୀକ୍ଷା କରିଥିଲେ ।

Leave A Reply

Your email address will not be published.