ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଆଇସିୟୁରେ କପିଳ ଦେବ

0

ନୂଆଦିଲ୍ଲୀ: “ଛାତି ଯନ୍ତ୍ରଣା” ଅଭିଯୋଗ ପରେ କ୍ରିକେଟ୍ କିମ୍ବଦନ୍ତୀ କପିଳ ଦେବଙ୍କର ଜରୁରୀକାଳୀନ କରୋନାରୀ ଆଞ୍ଜିଓପ୍ଲାଷ୍ଟି କରାଯାଇଛି। ଫୋର୍ଟିସ୍ ଏସକର୍ଟ ହସ୍ପିଟାଲ ଶୁକ୍ରବାର ଦିନ ଏକ ବିବୃତ୍ତିରେ ଏହି ସୂଚନା ଦେଇଛନ୍ତି। ଏବେ ସେ ଇଣ୍ଟେନ୍ସିଭ୍ କେୟାର ୟୁନିଟ୍ (ଆଇସିୟୁ) ରେ ଅଛନ୍ତି ଓ ବର୍ତ୍ତମାନ ସ୍ଥିର ଅବସ୍ଥାରେ ଅଛନ୍ତି। ତାଙ୍କୁ ଦୁଇ ଦିନ ମଧ୍ୟରେ ଡିସଚାର୍ଜ କରାଯିବ ବୋଲି ଆଶା କରାଯାଉଛି।

“ଭାରତୀୟ କ୍ରିକେଟ୍‌ର ପୂର୍ବତନ ଅଧିନାୟକ କପିଳଲ ଦେବ, (୬୨) ଗତକାଲି ରାତି ଗୋଟାଏ ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ତୁରନ୍ତ ଫୋର୍ଟିସ୍ ଏସ୍କର୍ଟ ହାର୍ଟ ଇନଷ୍ଟିଚ୍ୟୁଟ୍‌କୁ ଅଣାଯାଇଥିଲା।

ବ୍ୟାଡମିଣ୍ଟନ ତାରକା ସାଇନା ନେହୱାଲ, ଭାରତର ପୂର୍ବତନ ଓପନର୍ ଗୌତ୍ତମ ଗମ୍ଭୀର ଏବଂ ଜଣାଶୁଣା ସମୀକ୍ଷକ ହର୍ଷ ଭୋଗଲେଙ୍କ ସମେତ ଅନେକ ଖେଳାଳି ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରି ଟ୍ୱିଟ୍‌ କରିଛନ୍ତି।

Leave A Reply

Your email address will not be published.