ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କରୋନା ସଂପର୍କରେ ବଡ଼ ସୂଚନା ଦେଲେ ମୁଖ୍ୟଶାସନ ସଚିବ

0

ଭୁବନେଶ୍ବର: କରୋନାର ତୃତୀୟ ଲହରିର ଭୟାବହତା ଦେଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଏବେଠାରୁ ନେବା ଆରମ୍ଭ କରିଛନ୍ତି। କୌଣସି ପରିସ୍ଥିତିରେ ବି ତୃତୀୟ ଲହର ଯେଭଳି ଛୋଟ ପିଲାଙ୍କୁ ବେଶୀ ପ୍ରଭାବିତ କରିବ ନାହିଁ, ସେଥିପାଇଁ ଦେଶର ପ୍ରମୁଖ ଡାକ୍ତରଙ୍କୁ ନେଇ ସରକାର ଏକ କମିଟି ଗଠନ କରିଛନ୍ତି।

ଡ. ଶ୍ରୀନାଥ ରେଡ୍ଡିଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏକ କମିଟିରେ ଡାକ୍ତର ଦେବୀ ସେଟ୍ଟୀ, ଡାକ୍ତର ରମାକାନ୍ତ ପଣ୍ଡା ପ୍ରମୁଖ ବଡ଼ ଡାକ୍ତର ଓ ବୈଜ୍ଞାନିକଙ୍କୁ ଏଥିରେ ଅଛନ୍ତି। ଡିଏମ୍‌ଇଟି ଡାକ୍ତର ସିବିକେ ମହାନ୍ତି ଏହାର ଆବାହକ ଅଛନ୍ତି। ସେମାନଙ୍କ ପରାମର୍ଶ ଅନୁସାରେ ଭିତ୍ତିଭୂମି ନିର୍ମାଣ ହେବ। ସେହିଭଳି ପାଖାପାଖି ମାସେ ଯାଏ କଠୋର କଟକଣା ଭିତରେ ରହିବା ଲାଗି ମୁଖ୍ୟସଚିବ ସୂଚନା ଦେଇଛନ୍ତି।

Leave A Reply

Your email address will not be published.