ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଆଜିଠୁ ଅଲାରନାଥଙ୍କ ଅଣସର ଦର୍ଶନ

0

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପଟିଦିଅଁଙ୍କ ପଟିଦିଅଁ ପୂଜା ଆରମ୍ଭ ହୋଇଛି। ଏଥିସହିତ ବ୍ରହ୍ମଗିରିରେ ଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ ହୋଇଛି।କୋଭିଡ୍ କଟକଣା ଯୋଗୁ ଅଣସର ନୀତି ଅନୁଷ୍ଠିତ ହେଉଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଏଣୁ ସାଧାରଣ ଭକ୍ତ ଅଲାରନାଥଙ୍କ ଦର୍ଶନ କରିପାରିବେ ନାହିଁ।

Leave A Reply

Your email address will not be published.