ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ତିନି ଜିଲ୍ଲାର ଟିପିଆର ୫% ଉପରେ

0

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଧୀରେ ଧୀରେ ସୁଧୁରୁଛି> ପୁରା ଓଡିଶା ଗ୍ରିନ ଜୋନରେ ଥିବା ବେଳେ କେବେଳ ଖୋର୍ଦ୍ଧା ରେଡ ଜୋନରେ ରହିଛି । କଟକ, କେନ୍ଦ୍ରାପଡା ,ଖୋର୍ଦ୍ଧାରେ ସଂକ୍ରମଣ ହାର ଅଧିକ ରହିଛି। ଏହି ୩ ଜିଲ୍ଲାରେ ପଜିଟିଭ ରେଟ ୫ ପ୍ରତିଶତ ଉପରେ ରହୁଛି । ୪ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଶହେ ଉପରେ ରହୁଥିବା ବେଳେ ୧୦ ଜିଲ୍ଲାରେ ଦୁଇଅଙ୍କରୁ ବି କମ ରୋଗୀ ଚିହ୍ନଟ ହେଉଛନ୍ତି।

ଦିନକରେ ୭୮ ହଜାର ୭୪୦ ନମୁନା ପରୀକ୍ଷା କରାଯାଇଥିବା ବେଳେ ୧୭୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ହାର ରହିଛି ୨.୧୬% । ଖୋର୍ଦ୍ଧାରୁ
ସର୍ବାଧିକ ୩୮୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ୨୪୦, କେନ୍ଦ୍ରାପଡାରୁ ୧୪୯,ପୁରୀରୁ ୧୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱରରୁ ୮୮,
ଅନୁଗୁଳରୁ ୫୯,ଭଦ୍ରକରୁ ୭୦.ଢେଙ୍କାନାଳରୁ ୫୨,ଜଗତସିଂହପୁରରୁ ୫୧,ଯାଜପୁରରୁ ୮୫,ମୟୂରଭଂଜରୁ ୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୨ ହଜାର ୫୧୭ରେ ପହଞ୍ଚିଛି। ଆଉ ୬୯ ମୃତ୍ୟୁର ହିସାବ ଦେଇଛନ୍ତି ସରକାର। ସୁନ୍ଦରଗଡରୁ ସର୍ବାଧିକ ୧୪ ଜଣ, ଖୋର୍ଦ୍ଧାରୁ ୮ ଜଣ, ଅନୁଗୁଳ ଓ କଟକରୁ ୬ ଜଣ ଲେଖାଁଏ, କେନ୍ଦୁଝର ଓ ପୁରୀରୁ ୫ ଜଣ ଲେଖାଁଏ, ବୌଦ୍ଧ ଓ ସମ୍ବଲପୁରରୁ ୪ ଜଣ ଲେଖାଁଏ ଆଖିବୁଜିଛନ୍ତି । ସେହିପରି ଭଦ୍ରକରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଯାଜପୁର, କୋରାପୁଟ, ଝାରସୁଗୁଡା, କନ୍ଧମାଳ, ନବରଙ୍ଗପୁର ଓ
ନୟାଗଡରୁ ଜଣେ ଲେଖାଁଏ କରୋନାରେ ପ୍ରାଣ ହରାଇଛନ୍ତି। ମୋଟ ମୃତ୍ୟୁ ସଂଖ୍ୟା ୫ ହଜାର ୭୦୩ରେ ପହଞ୍ଚିଛି।

Leave A Reply

Your email address will not be published.