ଭୁବନେଶ୍ବର: ଆସନ୍ତା ୩୧ ତାରିଖ ଦିନ ସନ୍ଧ୍ୟାରେ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ ପ୍ରକାଶ ପାଇବ। ପରବର୍ତ୍ତୀ ସମୟରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ। ଉଭ ୟ ପାଠ୍ୟକ୍ରମ ର ଫଳାଫ ଳ ଜୁଲ।ଇ ୩୧ ତାରିଖ ପରେ ପ୍ରକାଶ ପାଇବ। ଏଥିପାଇଁ ଅନୁମତି ନିମନ୍ତେ ସୁପ୍ରିମ କୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍ଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ସୂତ୍ରରୁ ପ୍ରକାଶ। ଏବର୍ଷ ଯୁକ୍ତ ଦୁଇ ପରୀକ୍ଷା ହୋଇନାହିଁ।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା