ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ବିଜ୍ଞପ୍ତି

0

ଭୁବନେଶ୍ବର: ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଅଗଷ୍ଟ ୨ରୁ ୧୪ ପର୍ଯ୍ୟନ୍ତ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୩ ଯାଏ ହେବ ପ୍ରବେଶିକା ପରୀକ୍ଷା। ଅକ୍ଟୋବର ୧୨ରେ ରାଜ୍ୟସ୍ତରୀୟ ମେଧା ତାଲିକା ପ୍ରକାଶ ପାଇବ।

ଅକ୍ଟୋବର ୨୨ରେ ପ୍ରଥମ ପର୍ଯ୍ୟାୟ ସିଟ ଆଲଟମେଣ୍ଟ ହେବା ସହ ୨୨ରୁ ୨୮ ତାରିଖ ମଧ୍ୟରେ ଛାତ୍ରଛାତ୍ରୀଙ୍କ ନାମଲେଖା ହେବ। ନଭେମ୍ବର ୪ରେ ଦ୍ଵିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। www.samsodisha.gov.in ରେ ଆବେଦନ କରିବେ।

Leave A Reply

Your email address will not be published.