ଟୋକିଓ ଅଲିମ୍ପିକ୍ସରୁ ଭାରତକୁ ମିଳିଛି ଆଉ ଏକ ପଦକ । ଭାରତ ପଦକ ସଂଖ୍ୟା ୩ରେ ପହ ିଛି । ଭାରତୀୟ ମହିଳା ବକ୍ସର ଲଭଲିନାଙ୍କୁ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହେବାକୁ ପଡିଛି । ବକ୍ସିଂର ୬୯ କେଜି ବର୍ଗରେ ଲଭଲିନାଙ୍କୁ ବ୍ରୋଞ୍ଜ ପଦକ ମିଳିଛି । ବକ୍ସିଂ ସେମିଫାଇନାଲ କଡା ଟକ୍କର ସତ୍ୱେ ତାଙ୍କୁ ନିରାଶ ହେବାକୁ ପଡିଛି । ତୁର୍କୀର ବକ୍ସର ବୁସେନାଜ ପରାସ୍ତ ହୋଇଛନ୍ତି ।ଲଭଲିନା ଆଜି ସେମିଫାଇନାଲରେ ତିନୋଟି ରାଉଣ୍ଡରେ କଡା ଟକ୍କର ସତ୍ୱେ ପ୍ରତିଦ୍ୱନ୍ଦୀଙ୍କୁ ହରାଇ ପାରିନଥିଲେ । ତୁର୍କୀର ବୁସେନାଜ ଦମଦାର ପ୍ରଦର୍ଶନ ୫-୦ରେ ବାଜିମାତ କରିଛନ୍ତିା ପୂର୍ବରୁ ଭାରତକୁ ୨ଟି ପଦକ ମିଳିସାରିଛି । ଭାରୋ ଳନରେ ମୀରାବାଈ ଚାନୁ ରୌପ୍ୟ ପଦକ ଜିତିଛନ୍ତି । ସେହିପରି ବ୍ୟାଡମି ନରେ ପିଭି ସିନ୍ଧୁ ବ୍ରୋଞ୍ଜ ପଦକ ଜିତିଛନ୍ତି ।
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ