ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

କୋଭିଡ୍ ମହାମାରୀ ଲାଗି ସମ୍ ଅଲ୍ଟିମେଟ୍ ମେଡିକେୟାର ସମ୍ମାନିତ

0

ଭୁବନେଶ୍ୱର : କନ୍‌ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟ୍ରି (ସିଆଇଆଇ) ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ “ଆଇସିଟି ଆୱାର୍ଡ: ଫୋକସ୍ କୋଭିଡ୍‌-୧୯” କାର୍ଯ୍ୟକ୍ରମରେ ସମ୍ ଅଲ୍ଟିମେଟ୍ ମେଡିକେୟାର, ମଲ୍ଟି ସ୍ପେସିଆଲିଟି କ୍ୱାର୍ଟରନାରି କେୟାର ହସ୍ପିଟାଲ୍ ସେବା କ୍ଷେତ୍ରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି।

ସିଆଇଆଇ ଇଣ୍ଡଷ୍ଟ୍ରିଆଲ୍ କାର୍ନିଭାଲ୍‌ର ଏହି ମେଗା କାର୍ଯ୍ୟକ୍ରମ ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଓ ସଫ୍‌ଟୱେର୍ ଟେକ୍ନୋଲୋଜି ପାର୍କ ଅଫ୍ ଇଣ୍ଡିଆ (ଏସ୍‌ଟିପିଆଇ) ଓଡ଼ିଶା କାର୍ଯ୍ୟାଳୟ ଏବଂ ନ୍ୟାସ୍‌ନାଲ୍ ଇନ୍‌ଫର୍ମାଟିକ୍ସ ସେଣ୍ଟର (ଏନ୍‌ଆଇସି) ର ସହଯୋଗରେ ଆୟୋଜିତ ହୋଇଥିବା ବେଳେ ଏଥିରେ କୋଭିଡ୍ ମହାମାରୀ ସମୟରେ ସୂଚନା ଓ ଯୋଗାଯୋଗ କ୍ଷେତ୍ରରେ ଉତମ କାର୍ଯ୍ୟ ପ୍ରଣାଳୀକୁ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ସ୍ୱାସ୍ଥ୍ୟସେବାକୁ ନେଇ ସେବା କାଟେଗୋରିରେ ସମ୍ମାନ ପାଇବା କ୍ଷେତ୍ରରେ ଓଡ଼ିଶାରେ ସମ୍ ଅଲ୍ଟିମେଟ୍ ମେଡିକେୟାର ହେଉଛି ଏକମାତ୍ର ହସ୍ପିଟାଲ୍ଯ

Leave A Reply

Your email address will not be published.