ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

କୋଭିଡ୍ ମହାମାରୀ ଲାଗି ସମ୍ ଅଲ୍ଟିମେଟ୍ ମେଡିକେୟାର ସମ୍ମାନିତ

0

ଭୁବନେଶ୍ୱର : କନ୍‌ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟ୍ରି (ସିଆଇଆଇ) ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ “ଆଇସିଟି ଆୱାର୍ଡ: ଫୋକସ୍ କୋଭିଡ୍‌-୧୯” କାର୍ଯ୍ୟକ୍ରମରେ ସମ୍ ଅଲ୍ଟିମେଟ୍ ମେଡିକେୟାର, ମଲ୍ଟି ସ୍ପେସିଆଲିଟି କ୍ୱାର୍ଟରନାରି କେୟାର ହସ୍ପିଟାଲ୍ ସେବା କ୍ଷେତ୍ରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି।

ସିଆଇଆଇ ଇଣ୍ଡଷ୍ଟ୍ରିଆଲ୍ କାର୍ନିଭାଲ୍‌ର ଏହି ମେଗା କାର୍ଯ୍ୟକ୍ରମ ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଓ ସଫ୍‌ଟୱେର୍ ଟେକ୍ନୋଲୋଜି ପାର୍କ ଅଫ୍ ଇଣ୍ଡିଆ (ଏସ୍‌ଟିପିଆଇ) ଓଡ଼ିଶା କାର୍ଯ୍ୟାଳୟ ଏବଂ ନ୍ୟାସ୍‌ନାଲ୍ ଇନ୍‌ଫର୍ମାଟିକ୍ସ ସେଣ୍ଟର (ଏନ୍‌ଆଇସି) ର ସହଯୋଗରେ ଆୟୋଜିତ ହୋଇଥିବା ବେଳେ ଏଥିରେ କୋଭିଡ୍ ମହାମାରୀ ସମୟରେ ସୂଚନା ଓ ଯୋଗାଯୋଗ କ୍ଷେତ୍ରରେ ଉତମ କାର୍ଯ୍ୟ ପ୍ରଣାଳୀକୁ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ସ୍ୱାସ୍ଥ୍ୟସେବାକୁ ନେଇ ସେବା କାଟେଗୋରିରେ ସମ୍ମାନ ପାଇବା କ୍ଷେତ୍ରରେ ଓଡ଼ିଶାରେ ସମ୍ ଅଲ୍ଟିମେଟ୍ ମେଡିକେୟାର ହେଉଛି ଏକମାତ୍ର ହସ୍ପିଟାଲ୍ଯ

Leave A Reply

Your email address will not be published.