ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଏ ବର୍ଷ ଜନ୍ମ ଦିନ ପାଳିବେନି ମୁଖ୍ୟମନ୍ତ୍ରୀ

0

କୋଭିଡ଼ ସଂକ୍ରମଣ କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀ ଙ୍କ ଭଲ ପାଇବା ,ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ । କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି କୋଭିଡ଼ ରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାର କୁ ସାହାଯ୍ୟ କରିବା ଏବଂ,ରକ୍ତ ଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.