କୋଭିଡ଼ ସଂକ୍ରମଣ କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀ ଙ୍କ ଭଲ ପାଇବା ,ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ । କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି କୋଭିଡ଼ ରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାର କୁ ସାହାଯ୍ୟ କରିବା ଏବଂ,ରକ୍ତ ଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ