ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ତୈଳ ଦରରେ ଲାଗୁନି ବ୍ରେକ, ୯ ଦିନରେ ବଢିଲାଣି ୮ ଥର

0

ଉପରମୁହାଁ ହେବାରେ ଲାଗିଛି ତୈଳ ଦର । ୯ ଦିନରେ ୮ ଥର ବଢିଲାଣି ପେଟ୍ରୋଲ ଓ ଡିଜେଲ । ଆଜି ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା
ଲେଖାଁଏ ବୃଦ୍ଧି ହୋଇଛି । ରାଜଧାନୀ ଦିଲ୍ଲୀରେ ଏବେ ପେଟ୍ରୋଲ ଦର ଶତକ ପାର କରିଛି। ଲିଟର ପିଛା ୧୦୧ଟଙ୍କାରେ ଦିଲ୍ଲୀରେ ପେଟ୍ରୋଲ ଦର ପହଞ୍ଚିଛି। ମାର୍ଚ୍ଚ ୨୨ ତାରିଖରୁ ଲଗାତର ତୈଳ ଦର ବଢିବାରେ ଲାଗିଛି । କେବଳ ମାର୍ଚ୍ଚ ୨୪ରେ ତେଲ ଦର ସ୍ଥିର ଥିଲା । ୯ ଦିନରେ ପାଖାପାଖି ୫ ଟଙ୍କା ୫୦ ପଇସା ତୈଳ ଦର ବୃଦ୍ଧି ହୋଇଛି । ଯାହା ଖାଉଟିଙ୍କୁ ଚିନ୍ତାରେ ପକାଇଦେଇଛି । ଜାଣନ୍ତୁ କେଉଁଠି କେତେ ରହିଛି ତୈଳ ଦର?
ସ୍ଥାନ ପେଟ୍ରୋଲ ଡିଜେଲ
ଦିଲ୍ଲୀ ୧୦୧.୦୧ ୯୨.୨୭
ମୁମ୍ବାଇ ୧୧୫.୮୮ ୧୦୦.୧୦
ଚେନ୍ନାଇ ୧୦୬.୬୯ ୯୬.୭୬
କୋଲକାତା ୧୧୦.୫୨ ୯୫.୪୨

Leave A Reply

Your email address will not be published.