ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କୋର୍ଟଙ୍କ ରାୟ ପରେ ଇମ୍ରାନ ଡାକିଲେ କ୍ୟାବିନେଟ ବୈଠକ

0

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଭବିଷ୍ୟତ କଣ ହେବ ତାହା ଏବେ ସନ୍ଦେହ ଘେରରେ । କୋର୍ଟଙ୍କ ରାୟ ପରେ ବିରୋଧୀ ଉତ୍ସବ ମନାଉଥିବା ବେଳେ କ୍ଷମତା ବଜାୟ ରଖିବାକୁ ଆଜି ଇମ୍ରାନ ଖାନ୍ କ୍ୟାବିନେଟ ବୈଠକ ଡାକିଛନ୍ତି । ସେପଟେ ଆସନ୍ତାକାଲି ଆସ୍ଥା ଭୋଟର ସମ୍ମୁଖୀନ ହେବେ ଇମ୍ରାନ ଖାନ୍ । ପାକ ସୁପ୍ରିମୋକର୍ଟ ଆସନ୍ତାକାଲି ଦିନ ୧୦ଟା ବେଳେ ଇମ୍ରାନ ଖାନ ସରକାର ବିରୋଧରେ ଆସ୍ଥା ଭୋଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଗତକାଲି ପାକିସ୍ତାନ ସୁପ୍ରିମକୋର୍ଟ ଇମ୍ରାନ ଖାନ୍‌ଙ୍କୁ ଝଟକା ଦେଇଥିଲେ । ବିଦେଶୀ ଷଡଯନ୍ତ୍ର ନାମରେ ନ୍ୟାସନାଲ ଆସେମ୍ଲିରେ ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟିଂ ରୋକିବାକୁ କୋର୍ଟ ଅସାମ୍ବିଧାନିକ କହିଥିଲେ । ଏହା ସହ ୨୪ ଘଂଟା ମଧ୍ୟରେ ଭୋଟିଂ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସୁପ୍ରିମକୋର୍ଟ ପ୍ରଧାନବିଚାରପତି ଉମର ଆଟା ବାନ୍ଦିଆଲଙ୍କ ଅଧ୍ୟକ୍ଷତାରେ ଥିବା ବୃହତ ୫ ଜଣିଆ ବେଂଚ ଏହି ରାୟ ଦେଇଥିଲେ । କୋର୍ଟ ଆହୁରି ମଧ୍ୟ କହିଥିଲେ ଇମ୍ରାନ ଖାନ୍‌ଙ୍କ ପ୍ରସ୍ତାବ ଉପରେ ମୋହର ମାରି ପାକ ରାଷ୍ଟ୍ରପତି ପାକିସ୍ତାନ ସଂସଦକୁ ଭଙ୍ଗ କରିବାକୁ ଯେଉଁ ନିଷ୍ପତ୍ତି ନେଇଥିଲେ ତାହା ବେଆଇନ ।

Leave A Reply

Your email address will not be published.