ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

କୁଖ୍ୟାତ ଆତଙ୍କବାଦୀ ହାଫିଜ ସଇଦକୁ ୩୧ ବର୍ଷ ଜେଲ୍ ଦଣ୍ଡାଦେଶ

0

କୁଖ୍ୟାତ ଆତଙ୍କବାଦୀ ତଥା ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ୍‌ ସଇଦକୁ ସଜ୍ଜା। ଦୁଇଟି ମାମଲାରେ ୩୧ ବର୍ଷ ପାଇଁ ସଜ୍ୱା ଶୁଣାଇଛନ୍ତି ପାକିସ୍ତାନର ଆଣ୍ଟିଟେରର କୋର୍ଟ । ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜମାତ ଉଦ୍ ଦାୱା ଗ୍ରୁପର ମୁଖ୍ୟ ହେଉଛି ହାଫିଜ ସଇଦ । ୩୧ ବର୍ଷ ପାଇଁ ସଜ୍ୱା ସହ ସମସ୍ତ ସଇଦର ସମସ୍ତ ସମ୍ପତ୍ତି ଜବତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।ଏଥିସହ ୩ଲକ୍ଷ ୪୦ ହଜାର ଟଙ୍କାର ଜରିମାନା କରାଯାଇଛି । ୨୦୧୯ ଜୁଲାଇ ୧୭ରେ ହାଫିଜ ସଇଦକୁ ଗିରଫ କରାଯାଇଥିଲା । ଏହା ପରେ ୨୦୨୦ରେ ତାକୁ ଆତଙ୍କବାଦୀ ନିରୋଧୀ ଅଦାଲତ ଦୁଇଟି ମାମଲାରେ ଦୋଷୀ ସାବ୍ୟସ୍ତ କରିବା ସହିତ ୧୧ ବର୍ଷ ପାଇଁ ସଜ୍ୱା ଶୁଣାଇଥିଲେ ।ଏବେ ତାକୁ ପାକିସ୍ତାନର ଆଣ୍ଟି ଟେରର କୋର୍ଟ ୧୧ ବର୍ଷ ପାଇଁ ସଜ୍ୱା ଶୁଣାଇଛନ୍ତି ।

Leave A Reply

Your email address will not be published.