ଡାକ୍ତର ସୁମିତ-ତପସ୍ୱିନୀ ପାରିବାରିକ ବିବାଦ ମାମଲା । ହାଇକୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଆଜି ଉଭୟ ହାଜର ହୋଇଛନ୍ତି । ଉଭୟଙ୍କ ମଧ୍ୟରେ ଆଲୋଚନା ଶେଷ ହୋଇଛି । ଏପ୍ରିଲ ୧୧ରେ ପୁଣି ଥରେ ଉଭୟଙ୍କୁ ହାଜର ପାଇଁ ନିର୍ଦ୍ଦେଶ ରହିଛି । ମଧ୍ୟସ୍ଥତା କେନ୍ଦ୍ରରେ ପୁଣି ୧୧ ଥରେ ହାଜର ହେବେ । ତେବେ ଉଭୟଙ୍କ ମଧ୍ୟରେ ସକରାତ୍ମକ ଆଲୋଚନା ହୋଇଥିବା ସୂଚନା ରହିଛି । ପ୍ରତ୍ୟେକ ମାସରେ ତପସ୍ୱିନୀଙ୍କୁ ୧୭ ହଜାର ଟଙ୍କା ଲେଖାଁଏ ଦେବାକୁ ସୁମିତଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁମିତ ହାଇକୋର୍ଟ ଯାଇଥିଲେ । କିନ୍ତୁ ହାଇକୋର୍ଟ ତଳ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ । ଏହାକୁ ନେଇ ପୁଣି ସୁମିତ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଶେଷରେ ସୁମିତ ୧୭ ହଜାର ନୁହେଁ ୧୦ ହଜାର ପ୍ରତି ମାସରେ ତପସ୍ୱିନୀଙ୍କୁ ଦେବେ ବୋଲି ନିର୍ଦ୍ଦେଶ ଦେଇଥିଲେ ।
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ