ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଆଜିଠୁ ମିଳିବ ମାଟ୍ରିକ୍ ଆଡମିଟ୍ କାର୍ଡ; କିପରି କରିବେ ଡାଉନଲୋଡ

0

କଟକ: ଆଜିଠୁ ମିଳିବ ମାଟ୍ରିକ ଆଡମିଟ କାର୍ଡ। ଦଶମ ଶ୍ରେଣୀ ଦ୍ୱିତୀୟ ସମେଟିଭ ଆସେସମେ ପାଇଁ ଅନଲାଇନରେ ଆଡମିଟ କାର୍ଡ ମିଳିବ। ବୋର୍ଡ ୱେବସାଇଟରୁ ଛାତ୍ରଛାତ୍ରୀ ମାନେ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ। ଆଜି ଦିନ ୧୦ଟାରେୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହେବ।

ସେହିପରି ମଧ୍ୟମା ଓ ଏସଓଏସସି-୨୦୨୨ ପାଇଁ ମଧ୍ୟ ଆଡମିଟ କାର୍ଡ ମିଳିବ। ବୋର୍ଡ ୱେବସାଇଟ ଡବ୍ଲଡବ୍ଲୁଡବ୍ଲୁ.ବିଏସଇଓଡିଶା.ଏସି.ଇନରେ ଆଡମିଟ କାର୍ଡ ଉପଲବ୍ଧ ହେବ। ସ୍କୁଲ କୋର୍ଡ ଓ ପାସୱାର୍ଡ ଜରିଆରେ ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍‌ କାର୍ଡ ଡାଉନଲୋଡ କରିପାରିବେ। ତେବେ ପରୀକ୍ଷା କେନ୍ଦ୍ରକୁ ଯିବା ପୂର୍ବରୁ ଏହି ଆଡମିଟ୍ କାର୍ଡରେ ବିଦ୍ୟାଳୟର ମୁଖ୍ୟ ଦସ୍ତଖତ କରିବେ। ଏପ୍ରିଲ ୨୯ରୁ ଆରମ୍ଭ ହେଉଛି ଦଶମ ଶ୍ରେଣୀ ଦ୍ୱିତୀୟ ସମେଟିଭ ଆସେସମେଣ୍ଟ-୨ ପରୀକ୍ଷା ପରୀକ୍ଷା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନୋଡାଲ ସେଣ୍ଟର ଗୁଡିକରେ ପ୍ରଶ୍ନପତ୍ର ଏବଂ ଖାତା ପହଞ୍ଚିବାର ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.