ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ରାଜଧାନୀରେ ମୁଣ୍ଡଫଟା ଖରା

0

ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ତାତି ବଢ଼ିଥିବା ବେଳେ ଭୁବନେଶ୍ୱର ରାଜ୍ୟର ସବୁଠୁ ଅଧିକ ଉତ୍ତପ୍ତ ସହର ପାଲଟିଛି । ଦିନ ୧୧ଟା ସୁଦ୍ଧା ଭୁବନେଶ୍ୱରରେ ତାପମାତ୍ରା ୪୦ ଡ଼ିଗ୍ରୀ ରେକର୍ଡ କରାଯାଇଛି। ମୁଣ୍ଡଫଟା ଖରା ସହ ଅସହ୍ୟ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ।

ସୂଚନା ଅନୁସାରେ, ଆଜି ଦିନ ୧୧.୩୦ ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୪୦ ଡ଼ିଗ୍ରୀ ରେକର୍ଡ ହୋଇଥିବା ବେଳେ ବାଲେଶ୍ୱର ୩୭.୨ ଡ଼ିଗ୍ରୀ, ଝାରସୁଗୁଡା ୩୭.୮ ଡ଼ିଗ୍ରୀ, ଗୋପାଳପୁର ୩୦.୬ ଡ଼ିଗ୍ରୀ, ସମ୍ବଲପୁର ୩୭ ଡ଼ିଗ୍ରୀ, ପାରାଦ୍ୱୀପରେ ୩୧.୮ ଡ଼ିଗ୍ରୀ, ପୁରୀରେ ୩୨.୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୭.୮ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୮ ଡ଼ିଗ୍ରୀ, ହୀରାକୁଦରେ ୩୬.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.