ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ

0

ପୁଣିଥରେ କରୋନା ତାର କାୟା ବିସ୍ତାର କରୁଥିବା ବେଳେ ବୁଷ୍ଟର ଡୋଜ ଦିଆଯିବା ଉପରେ ଗୁରୁତ୍ୱ ଦିଆଯାଉଛି । ଆଉ ଏସବୁ ଭିତରେ ଏବେ ୬ରୁ ୧୨ ବର୍ଷର ପିଲାଙ୍କୁ କରୋନା ଟିକା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି । ୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ ଟିକା ଦେବାକୁ ଡିସିଜିଆଇ ଅନୁମତି ଦେଇଛି । କୋଭାକ୍ସିନ ଟିକାର ଜରୁରୀ ବ୍ୟବହାର ପାଇଁ ଡିସିଜିଆଇ ଅନୁମତି ଦେଇଛି । ଭାରତ ବାୟୋଟେକ ପକ୍ଷରୁ ପ୍ରସ୍ତୁତ ହେଉଛି କୋଭାକ୍ସିନ ଟିକା।

ସାରାଦେଶରେ କରୋନାର ଗ୍ରାଫ୍ ଏବେ ଉପରମୁହାଁ ହୋଇଛି । ଖାସକରି ଛୋଟ ପିଲା ଏଥିରେ ଅଧିକ ମାତ୍ରାରେ ସଂକ୍ରମିତ ହେଉଛନ୍ତି । ତେଣୁ ଏହାକୁ ଦୃଷ୍ଟିରେ ରଖି କୋଭାକ୍ସିନ ଟିକା ଦେବାକୁ ନିଷ୍ପତ୍ତି ନିଆଯାଇଛି ।

Leave A Reply

Your email address will not be published.