ପ୍ରମୁଖ ଖବର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ
ଶିବସେନା ସିନ୍ଦେ ଗୋଷ୍ଠୀରେ ସାମିଲ ହେଲେ ବଲିଉଡ୍ ତାରକା ଗୋବିନ୍ଦା
ପଦ୍ମ ଧରିଲେ ଅଭିନେତା ତଥା ବ୍ରହ୍ମପୁରର ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର

୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ

0

ପୁଣିଥରେ କରୋନା ତାର କାୟା ବିସ୍ତାର କରୁଥିବା ବେଳେ ବୁଷ୍ଟର ଡୋଜ ଦିଆଯିବା ଉପରେ ଗୁରୁତ୍ୱ ଦିଆଯାଉଛି । ଆଉ ଏସବୁ ଭିତରେ ଏବେ ୬ରୁ ୧୨ ବର୍ଷର ପିଲାଙ୍କୁ କରୋନା ଟିକା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି । ୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ ଟିକା ଦେବାକୁ ଡିସିଜିଆଇ ଅନୁମତି ଦେଇଛି । କୋଭାକ୍ସିନ ଟିକାର ଜରୁରୀ ବ୍ୟବହାର ପାଇଁ ଡିସିଜିଆଇ ଅନୁମତି ଦେଇଛି । ଭାରତ ବାୟୋଟେକ ପକ୍ଷରୁ ପ୍ରସ୍ତୁତ ହେଉଛି କୋଭାକ୍ସିନ ଟିକା।

ସାରାଦେଶରେ କରୋନାର ଗ୍ରାଫ୍ ଏବେ ଉପରମୁହାଁ ହୋଇଛି । ଖାସକରି ଛୋଟ ପିଲା ଏଥିରେ ଅଧିକ ମାତ୍ରାରେ ସଂକ୍ରମିତ ହେଉଛନ୍ତି । ତେଣୁ ଏହାକୁ ଦୃଷ୍ଟିରେ ରଖି କୋଭାକ୍ସିନ ଟିକା ଦେବାକୁ ନିଷ୍ପତ୍ତି ନିଆଯାଇଛି ।

Leave A Reply

Your email address will not be published.