ଭୁବନେଶ୍ୱର: ଜଣାଶୁଣା ଟିଭି ଉପସ୍ଥାପକ, ବୈଦ୍ୟୁତିକ ଗଣମାଧ୍ୟମର ବରିଷ୍ଠ ସାମ୍ବାଦିକ ସ୍ୱୟଂପ୍ରକାଶ ମହାପାତ୍ର ବୁଧବାର ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବରେ ଦଳରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଛନ୍ତି ଓ ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ ତାହା ସେ ନିର୍ବାହ କରିବେ ବୋଲି କହିଛନ୍ତି। ଗତ ପ୍ରାୟ ୧ ଦଶନ୍ଧି ଧରି ଶ୍ରୀ ମହାପାତ୍ର ଏକାଧିକ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମରେ ବିଭିନ୍ନ ପଦରେ କାର୍ଯ୍ୟ କରିଛନ୍ତି।
ପ୍ରମୁଖ ଖବର
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ