ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ସୁବାସ ସିଂ ପଦ ଛାଡିବା ପରେ ହେବ ଉପନିର୍ବାଚନ । ଜୁନ୍ ୧୩ ତାରିଖରେ ହେବ ଉପନିର୍ବାଚନ । ମେ ୨୬ରେ ବିଧିବଦ୍ଧ ଭାବେ ପ୍ରକାଶ ପାଇବ ବିଜ୍ଞପ୍ତି । ଉପନିର୍ବାଚନ ପାଇଁ ମେ ୨୬ରୁ ଜୁନ୍ ୨ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନ ଦାଖଲ ପ୍ରକ୍ରିୟା । ଜୁନ୍ ୩ରେ ନାମାଙ୍କନ ଯାଞ୍ଚ, ୬ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରିବାର ଅବଧୀ ରହିବ । ତେବେ ଜୁନ୍ ୧୩ରେ ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏ ଭୋଟ ଗ୍ରହଣ ହେବ । ଜୁନ୍ ୧୩ତାରିଖ ଅପରାହ୍ନ ୫ଟାରେ ହେବ ଭୋଟ ଗଣତି । ତେବେ ଉପନିର୍ବାଚନରେ ନିର୍ବାଚିତ ସଦସ୍ୟ ୨୦୨୬ ଏପ୍ରିଲ ଯାଏଁ ରହିବେ ।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ