ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଉଜ୍ବଳା ହିତାଧିକାରୀଙ୍କ ପାଇଁ କମିଲା ଗ୍ୟାସ ଦର

0

ନୂଆଦିଲ୍ଲୀ: ପେଟ୍ରୋଲ ଡିଜେଲ ଭଳି ଗ୍ୟାସ ଦର ମଧ୍ୟ କମିବ । ଏନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଉଜ୍ୱଳା ହିତାଧିକାରୀଙ୍କ ପାଇଁ ଦର କମାଇଛନ୍ତି ସରକାର । ସିଲିଣ୍ଡର ପିଛା ଦର ୨ ଶହ ଟଙ୍କା କମାଇବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରତି ହିତାଧିକାରୀଙ୍କୁ ବର୍ଷକୁ ୧୨ଟି ଗ୍ୟାସ ସିଲିଣ୍ଡରର ସବସିଡି ମିଳିବ । ପୂର୍ବରୁ କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଉପରୁ ଏକସାଇଜ ଡ୍ୟୁଟି କମାଇଛନ୍ତି । ପେଟ୍ରୋଲ ଉପରୁ ୮ ଟଙ୍କା ଏକସାଇଜ ଡ୍ୟୁଟି ହଟିବା ପରେ ଲିଟର ପିଛ ଦର ୯ ଟଙ୍କା ୫୦ ପଇସା କମରେ ଲୋକଙ୍କ ପାଇଁ ଏହା ଉପଲବ୍ଧ ହେବ । ସେହିଭଳି ଡିଜେଲ ଉପରୁ ଏକସାଇଜ ଡ୍ୟୁଟି ୬ଟଙ୍କା କମିବ । ଏଣିକି ଡିଜେଲ ୭ ଟଙ୍କା କମରେ ମିଳିବ । ଏନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.