ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

କାହାକୁ କେଉଁ ବିଭାଗ ଦେଲେ ନବୀନ, ଜାଣନ୍ତୁ

0

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ଏଥର ମଧ୍ୟ ମନ୍ତ୍ରୀ ହୋଇଛନ୍ତି ଓ ପୂର୍ବ ଦାୟିତ୍ୱ ମଧ୍ୟ ପାଇଛନ୍ତି। 

୧. ଜଗନ୍ନାଥ ସାରକା (ଆଇନ, ଅନୁସୂଚିତ ଜାତି ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ବିକାଶ)

୨.ନିରଞ୍ଜନ ପୂଜାରୀ (ଅର୍ଥ, ସଂସଦୀୟ ବ୍ୟାପାର)

୩.ରଣେନ୍ଦ୍ର ପ୍ରତାପ ସ୍ୱାଇଁ (କୃଷି, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ)

୪.ପ୍ରଦୀପ କୁମାର ଅମାତ (ପଞ୍ଚାୟତରାଜ, ଜଙ୍ଗଲ ଓ ପରିବେଶ, ସୂଚନା ଓ ଲୋକସମ୍ପର୍କ)

୫. ଅତନୁ ସବ୍ୟସାଚୀ ନାୟକ (ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ)

୬.ଟୁକୁନି ସାହୁ ( ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ)

୭.ଉଷା ଦେବୀ ( ଗୃହ ଓ ନଗର ଉନ୍ନୟନ)

୮. ପ୍ରତାପ କେଶରୀ ଦେବ(ଶକ୍ତି, ଶିଳ୍ପ, ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ)

୯. ପ୍ରମିଳା ମଲ୍ଲିକ( ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା)

୧୦.ପ୍ରଫୁଲ୍ଲ ମଲ୍ଲିକ ( ଖଣି ଓ ଇସ୍ପାତ, ପୂର୍ତ୍ତ ବିଭାଗ )
୧୧. ନବ କିଶୋର ଦାସ (ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ)

୧୨. ଅଶୋକ ଚନ୍ଦ୍ର ପଣ୍ଡା( ବିଜ୍ଞାନ ଓ କାରିଗରୀ କୌଶଳ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ)

୧୩.ରାଜେନ୍ଦ୍ର ଢୋଲକିଆ ( ଯୋଜନା ଓ ସଂଯୋଜନ)

୧୪. ରୋହିତ ପୂଜାରୀ ( ଉଚ୍ଚ ଶିକ୍ଷା )

୧୫. ସମୀର ରଞ୍ଜନ ଦାସ ( ଗଣଶିକ୍ଷା )

୧୬. ବାସନ୍ତୀ ହେମ୍ୱମ୍ (ମହିଳା, ଶିଶୁ କଲ୍ୟାଣ ଓ ମିଶନ ଶକ୍ତି)

୧୭.ପ୍ରୀତିରଞ୍ଜନ ଘଢେଇ (ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା)

୧୮. ତୁଷାରକାନ୍ତି ବେହେରା (କ୍ରୀଡ଼ା ଓ ଯୁବ ବ୍ୟାପାର, ଅତିରିକ୍ତ ଭାବେ ଗୃହ ରାଷ୍ଟ୍ରମନ୍ତ୍ରୀ)

୧୯. ରୀତା ସାହୁ ( ହସ୍ତତନ୍ତ ଓ ବୟନ ଶିଳ୍ପ)

୨୦. ଅଶ୍ୱିନୀ କୁମାର ପାତ୍ର (ପର୍ଯ୍ୟଟନ, ଅବକାରୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ)

୨୧. ଶ୍ରୀକାନ୍ତ ସାହୁ (ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ)

Leave A Reply

Your email address will not be published.