ପ୍ରମୁଖ ଖବର

କମନୱେଲ୍ଡ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଦେ’, ଜୁଡୋରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ
ଉମରକୋଟ ଆଶ୍ରମ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ
୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍‌ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ
ରୁଷିଆ-ୟୁକ୍ରେନ ଯୁଦ୍ଧ: ମୃତ ଭାରତୀୟଙ୍କ ପରିବାରକୁ ସହାୟତା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଇ-୨୦ ପେଟ୍ରୋଲରେ ୨–୬% କମିବ ମାଇଲେଜ୍‌, କିନ୍ତୁ ଇଞ୍ଜିନ୍‌କୁ କ୍ଷତିର ପ୍ରମାଣ ନାହିଁ

ରଥଯାତ୍ରା ପାଇଁ ବସିବ ସମନ୍ବୟ କମିଟି ବୈଠକ

0

ପୁରୀ: ଆଜି ମହାପ୍ରଭୁଙ୍କ ରଥଯାତ୍ରା ୨୦୨୨ ପ୍ରସ୍ତୁତିର ସମୀକ୍ଷା ବୈଠକ ପୂର୍ବାହ୍ନ ସାଢ଼େ ୧୧ଟାରେ ବସିବ। ଏଥିରେ ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସରେ ରହି ଆଲୋଚନାରେ ଯୋଗଦେବେ । ପୁରୀରେ ପୌର ସଦନ ସମ୍ମିଳନୀ କକ୍ଷରେ ଅନ୍ୟ ସମସ୍ତ ବରିଷ୍ଠ ଅଫିସରମାନେ ରଥଯାତ୍ରା ପ୍ରସ୍ତୁତି ଏବଂ ଏହାର ଅଗ୍ରଗତି ସମ୍ପର୍କରେ ଜବାବ ରଖିବେ ବୋଲି ସୂଚନା ମିଳିଛି । ପ୍ରସ୍ତୁତି କମିଟିରର ସଦସ୍ୟମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ରହିବେ ।

ସୂଚନା ମୁତାବିକ, ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ତୃତୀୟ ସମନ୍ବୟ କମିଟି ବୈଠକ ପୁରୀ ଟାଉନ୍ ହଲରେ ଦିନ ୧୧ଟାରେ ବୈଠକ ଆରମ୍ଭ ହେବ । ବୈଠକରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଭର୍ଚୁଆଲ ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ । ଅନ୍ୟପଟେ ବିଭିନ୍ନ ବିଭାଗର ଏକାଧିକ ମନ୍ତ୍ରୀ, ବିଧାୟକ, ବରିଷ୍ଠ ପ୍ରଶାସନିକ ଅଧିକାରୀ, ବରିଷ୍ଠ ପୋଲିସ ଅଧିକାରୀ ଏହି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । 

Leave A Reply

Your email address will not be published.