ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଛଅ ମାସରୁ ପାଞ୍ଚ ବର୍ଷ ପିଲାଙ୍କୁ କରୋନା ଟିକା

0

୬ ମାସରୁ ଉର୍ଦ୍ଧ୍ୱ ପିଲାଙ୍କୁ ଦିଆଯିବ କରୋନା ଟିକା । ୬ ମାସରୁ ୫ ବର୍ଷ ପର୍ଯ୍ୟନ୍ତ ପିଲାଙ୍କୁ କରୋନା ଟିକା ଦେବା ପାଇଁ ଅନୁମତି ଦେଇଛି ଆମେରିକା। ଫାଇଜର ଓ ମଡର୍ଣ୍ଣା ଟିକା ପିଲାଙ୍କୁ ଦିଆଯିବ । ସିଡିସିର ଅନୁମତି ପରେ ଟିକାକରଣ ଆରମ୍ଭ ହେବ ବୋଲି ଜଣାପଡ଼ିଛି । ଆସନ୍ତା ସପ୍ତାହରୁ ୬ ମାସରୁ ୫ ବର୍ଷ ପର୍ଯ୍ୟନ୍ତ ପିଲାଙ୍କୁ ଟିକା ଦିଆଯାଇପାରେ ।

ପୂର୍ବରୁ ଫାଇଜର ଓ ମଡର୍ଣ୍ଣା ଟିକା ପିଲାଙ୍କୁ ଦେବା ପାଇଁ ଅନୁମତି ଦେଇଥିଲା ଏଫଡିଏ । ଆମେରିକାରେ କରୋନା ଟିକାକରଣ ଆରମ୍ଭ ହେବାର ପାଖାପାଖି ଦେଢ ବର୍ଷ ପରେ ପିଲାଙ୍କୁ ଟିକାକରଣ ପାଇଁ ଅନୁମତି ଦିଆଯାଇଛି । ଆମେରିକାରେ ୬ ମାସରୁ ୫ ବର୍ଷ ପର୍ଯ୍ୟନ୍ତ ପାଖାପାଖି ୧ କୋଟି ୮୦ ଲକ୍ଷ ପିଲା ରହିଛନ୍ତି । କିଛି ଦିନ ତଳେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଖୁବ୍ ଶୀଘ୍ର ପିଲାଙ୍କୁ ଟିକା ଦିଆଯିବ ବୋଲି ସୂଚନା ଦେଇଥିଲେ ।

Leave A Reply

Your email address will not be published.